Nu se pretează? Nu contează! Puteți returna produsele în până la 30 de zile
Cu un voucher cadou nu veți da greș. În schimbul voucherului, destinatarul își poate alege orice din oferta noastră.
Până la 30 de zile pentru returnare
"କଳାଜହ୍ନ' ୧୯୭୬ ଫେବ୍ରୁଆରି ୨୧ ଓ ୨୨ରେ ଗଞ୍ଜାମ କଳା ପରିଷଦ ଦ୍ୱାରା ନାଟ୍ୟକାରଙ୍କ ନିର୍ଦ୍ଦେଶନାରେ ଅଭିନୀତ ହୋଇଛି । ପୁଣି ୧ । ୪ । ୧୯୭୬ରେ ରବୀନ୍ଦ୍ର ମଣ୍ଡପରେ ମଧ୍ୟ ଅଭିନୀତ ହୋଇଛି । "ମଲା ଆକାଶ' ୧୮ । ୬ । ୧୯୭୬ରେ ଗଞ୍ଜାମ କଳା ପରିଷଦ ଆନୁକୂଲ୍ୟରେ ଓଡ଼ିଶା ସଂଗୀତ ନାଟକ ଏକାଡେମୀର ଆଲୋକ ଓ ଶବ୍ଦଗ୍ରହଣ ତଥା ନାଟ୍ୟକାର ଶ୍ରୀଯୁକ୍ତ ମହାନ୍ତିଙ୍କ ନିର୍ଦ୍ଦେଶନାରେ ଜୟପୁରରେ ଅଭିନୀତ ହୋଇଛି । ଇଂରାଜୀ ଭାଷା-ସାହିତ୍ୟ ଓ ସରଙ୍ଗମଞ୍ଚ ସଂପର୍କରେ ଗଭୀର ଅନୁଭବ ଥିବା ଏହି କଳାପ୍ରାଣ ବ୍ୟକ୍ତି କ'ଣ ପାଇଁ ଆଉ ନାଟକ ଲେଖିବାକୁ ମନ ବଳାଇ ନାହାନ୍ତି ଆମେ ଜାଣୁନା ମାତ୍ର ପାନ ଗୁଆ ଖର୍ଚ୍ଚ ହିସାବରୁ ଭୋଜିର ବିଶାଳତା ଅନୁମାନ କରିବା ଭଳି ଏ ଦୁଇଟି ନାଟକରୁ ତାଙ୍କର ଚିନ୍ତା ଓ ପ୍ରକାଶ ଭଙ୍ଗୀରେ ନୂତନତା ଆମେ ଖୋଜି ପାଇବା । "କଳାଜହ୍ନ' ସେ ସମୟର ଉଚ୍ଚପ୍ରଶଂସିତ ନାଟକ, ଯେଉଁ ନାଟକ ମାଧ୍ୟମରେ ଅନେକ ଅଭିନେତା ଅଭିନେତ୍ରୀ ନାଟକ ଜଗତରେ ଆଦ୍ୟପାଦ ସ୍ଥାପିଥିଲେ । ଏହି ସମୟରେ ପ୍ରଫେସର ମହାନ୍ତି ପାଶ୍ଚାତ୍ୟ ନାଟ୍ୟତତ୍ତ୍ୱ ଓ ନାଟକ ସଂପର୍କରେ ଶିକ୍ଷାଦାନ କରିଛନ୍ତି । ରେଭେନ୍ସା କଲେଜରେ ଅନେକ ଅନୂଦିତ ପାଶ୍ଚାତ୍ୟ ନାଟକ ଅଭିନୀତ ହୋଇଛି ଯାହା ସହିତ ସେ ଜଡ଼ିତ ହୋଇଛନ୍ତି । ଦୀର୍ଘଦିନର ନାଟ୍ୟାନୁରାଗକୁ ନେଇ ସେ ଲେଖିଛନ୍ତି କେତୋଟି ନାଟକ
Bună ziua! Sunt Libroamiko, consilierul dumneavoastră de cărți.
Cu ce vă pot ajuta?